୫ଟି ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର ଏବଂ କଳାହାଣ୍ଡି ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ସ୍ଥାନୀୟ ଲୋକସେବା ଭବନରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ସମ୍ପୃକ୍ତ ଜିଲ୍ଲାର…