ସୋଆରେ ଆୟୋଜିତ ହେବ ‘ଜାତୀୟ ଏକତା ଶିବିର’
ଭୁବନେଶ୍ୱର : ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ତଥା ଏନେଇ ଯୁବପିଢ଼ିଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ଡିମଡ ଟୁ ବି ୟୁନିଭର୍ସିଟି) ପକ୍ଷରୁ ଆୟୋଜିତ ହେବ ‘ଜାତୀୟ ଏକତା ଶିବିର’ ।
ସୋଆ ଏବଂ ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା…