ଜାଣନ୍ତୁ, କେମିତି କଟିବ ଆଜି ଦିନ…
ରାଶି ଫଳ
ତା ୧୩-୦୮-୨୦୧୯ ମଙ୍ଗଳବାର
ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର
ଆଜି ଦିନର ମହତ୍ତ୍ୱ.
ଆଜି ହେଉଛି ୨୦୧୯ ମସିହା ଅଗଷ୍ଟ
ତା ୧୩ ରିଖ ମଙ୍ଗଳବାର କର୍କଟ ୨୮ ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥି ଉତ୍ତରାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର ଦିନ ଘ୧୦ଟା୧୬ ମିନିଟ୍…