ଆରପାରିରେ ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ଓ ପ୍ରଯୋଜକ ଅମୀୟ ପଟ୍ଟନାୟକ
ଭୁବନେଶ୍ୱର : ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ଅମୀୟ ପଟ୍ଟନାୟକଙ୍କର ଆଜି ଦିଲ୍ଲୀସ୍ଥିତ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ଘଟିଛି । ଆଜି ସକାଳ ପାଖାପାଖି ୮ଟା ସମୟରେ ତାଙ୍କର ପରଲୋକ ହୋଇଥିବା ନେଇ ସୂଚନା ମିଳିଛି ।
ଓଲିଉଡରେ ସେ ଅନେକ ଲୋକପ୍ରିୟ ଚଳଚ୍ଚିତ୍ର ନିର୍ମାଣ କରିଛନ୍ତି । ତାଙ୍କ…