ବାଙ୍କୋ ପଥର ଖଣିରୁ ବିସ୍ଫୋରକ ଲୁଟ୍ ମାମଲାରେ NIAର ଚାର୍ଜସିଟ୍ ଦାଖଲ; ୧୧ମାଓବାଦୀଙ୍କ ନାଁରେ…
ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣାରେ ଚାର୍ଜସିଟ୍ ଦାଖଲ । ୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି NIA । ଏହି ଘଟଣାରେ ହଜାରେ ପୃଷ୍ଠା ସମ୍ବଳିତ ଚାର୍ଜସିଟ୍ ଦାଖଲ ସହ NIA ତା'ର ତଦନ୍ତ ଜାରି ରଖିଛି ।
ଚାର୍ଜସିଟରେ ଉଲ୍ଲେଖ…