ବିଜେପି କାର୍ଯ୍ୟକାରିଣୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ସ୍ମୃତି ଇରାନୀ
ଭୁବନେଶ୍ୱର: ଭୁବନେଶ୍ୱରରେ ରାଜ୍ୟ ବିିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବା ଅବସରରେ ସ୍ମୃତି ଇରାନୀ କହିଛନ୍ତି, ରାଜ୍ୟ ସରକାର ନିଜେ ବିଧାନସଭାରେ ମାନିଛନ୍ତି କି ୬୦ ପ୍ରତିଶତ ମହିଳା ରକ୍ତହୀନତାର ଶିକାର ହେଉଛନ୍ତି । ଏଥିରୁ ଜଣାପଡୁଛି ରାଜ୍ୟରେ ମହିଳାଙ୍କ ବିକାଶର ସ୍ଥିତି…