ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ: ୨୪୬ ଟି ପଞ୍ଚାୟତ ପାଇଁ ୫୭.୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୧୦ଟି ଜିଲ୍ଲାର ୧୧ ଟି ବ୍ଲକ ପାଇଁ ୫୭.୧୦ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁର କରିଛନ୍ତି । ଏହି ବ୍ଲକ ଗୁଡିକ ହେଲା- କେନ୍ଦୁଝର ଜିଲ୍ଲାର ହାଟଡିହି, ସୁନ୍ଦରଗଡ ଜିଳ୍ଳାର କୋଇରା, ଜିଲ୍ଲାର ନୟାଗଡ,…