ପବିତ୍ର ଦୋଳ ପୂର୍ଣ୍ଣିମା: ଶ୍ରୀମନ୍ଦିରରେ କିଭଳି ରହିଛି ନୀତିନିର୍ଘଣ୍ଟ, ଜାଣନ୍ତୁ
ପୁରୀ: ଫାଲଗୁନ୍ ମାସ ପୂର୍ଣ୍ଣିମା ତିଥିରେ ପଡୁଥିବା ଦୋଳ ପୂର୍ଣ୍ଣିମା ଏକ ଲୋକପ୍ରିୟ ହିନ୍ଦୁ ପର୍ବ । ଏହା ୬ ଦିନ ଧରି ଚାଲେ, ଯାହା ଦୋଳ ଯାତ୍ରାରୁ ଆରମ୍ଭ ହୋଇ ଫାଲଗୁନ୍ ଦଶମୀ ଯାଏଁ ଚାଲିଥାଏ ।
ଆସନ୍ତା ୯ ତାରିଖରେ ଆରମ୍ଭ ହେବାକୁ ଥିବା ଦୋଳ ପୂର୍ଣ୍ଣିମା ଅବସରରେ ମହାପ୍ରଭୁ…