ସିସିଡିର ପ୍ରତିଷ୍ଠାତା ଭିଜି ସିଦ୍ଧାର୍ଥଙ୍କ ମୃତଦେହ ଉଦ୍ଧାର
ନୂଆଦିଲ୍ଲୀ: ଭାରତର ସର୍ବବୃହତ କଫି ସପ୍ ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ତଥା ମାଲିକ ଭିଜି ସିଦ୍ଧାର୍ଥଙ୍କ ମୃତଦେହ ବୁଧବାର ଦିନ ନେତ୍ରାବତୀ ନଦୀ ମଧ୍ୟରୁ ଉଦ୍ଧାର କରାଯାଇଛି ।
ମିଳିଥିବା ସୂଚନାନୁଯାୟୀ ଆଜି ସକାଳ ପ୍ରାୟ ୬ଟା ୩୦ମି. ସମୟରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।…