ବିଶ୍ୱ ପର୍ଯ୍ୟଟନ ଦିବସ: ରଙ୍ଗୀନ ଆଲୋକରେ ସଜ୍ଜିତ ହେଲା ରାଜଧାନୀ
ଭୁବନେଶ୍ୱର : ବିଶ୍ୱ ପର୍ଯ୍ୟଟନ ସଂଗଠନ ପକ୍ଷରୁ ପ୍ରତିବର୍ଷ ସେପ୍ଟେମ୍ବର ୨୭ ତାରିଖକୁ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ଭାବେ ପାଳନ କରାଯାଏ ।
ଏହି ଦିବସ ପାଳନର ମୂଳ ଲକ୍ଷ୍ୟ ହେଉଛି ସାରା ବିଶ୍ୱରେ ପର୍ଯ୍ୟଟନ କ୍ଷେତ୍ରରେ ସଚେତନତା ସୃଷ୍ଟି କରିବା । ବିଗତ ୧୯୮୦ ମସିହାରୁ ଏହି ଦିନକୁ…