କରୁଣ ରସର ସମ୍ରାଟ୍: ଗାୟକ କୌସ୍ତୁଭ ରବୀନ୍ଦ୍ର କୁମାର ସାମନ୍ତରାୟ
ଭୁବନେଶ୍ୱର: ଗାୟକ ରତ୍ନ ଲୋକନାଥ କରଙ୍କ ପ୍ରସିଦ୍ଧ କୋଇଲି କବିତା ସେ ଯେତେବେଳେ ମଞ୍ଚରେ ଗାୟନ କରନ୍ତି ଉପସ୍ଥିତ ଦର୍ଶକଙ୍କ ଆଖି ଲୁହରେ ଭିଜିଯାଏ । ସେ ଯେଉଁ ମଞ୍ଚକୁ ପାଲା ଗାଇବାକୁ ଯାଆନ୍ତି ସବୁଠି ଲୋକଙ୍କର ଦାବି ଥାଏ ତାଙ୍କରି ମୁହଁରୁ କୋଇଲି ଶୁଣିବା ପାଇଁ । କରୁଣ ରସ ସମେତ ଭାବପୂର୍ଣ୍ଣ…