ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୩ଟି ଜିଲ୍ଲାକୁ ଆଲର୍ଟ ଜାରି
ଭୁବନେଶ୍ୱର : ରାଜ୍ୟର ଭୁବନେଶ୍ୱର ସମେତ ପ୍ରାୟ ୧୩ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।
ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନ ୪ଟା ୩୦ମି.…