ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ କନିଷ୍ଠ ଯନ୍ତ୍ରୀ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସହରାପଡା ବ୍ଲକର କନିଷ୍ଠ ଯନ୍ତ୍ରୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ।
ଲାଞ୍ଚ ନେଇ ଧରାପଡିଥିବା ଏହି ବାବୁ ଜଣକ ହେଉଛନ୍ତି ବିଭୁତି ଭୂଷଣ ପ୍ରଧାନ ।
ପ୍ରାପ୍ତ ସୂଚନାନୁଯାୟୀ ଜଣେ ଠିକାଦାରଙ୍କ ଫାଇନାଲ ବିଲ୍ ପାସ୍ କରିବା ଲାଗି…