ଭାଙ୍ଗୁଛି ନିଶା କାରବାର ନେଟୱର୍କ: ୬୧ଟି ମାମଲା ରୁଜୁ, ୧୮୧ ଗିରଫ
ଭୁବନେଶ୍ବର: ବେଆଇନ କଫ୍ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା ପାଇଁ ଓଡିଶା ପୋଲିସ କଠୋର ପଦକ୍ଷେପ ଗ୍ରହଣ କରୁଛି। ବିଗତ କିଛି ଦିନ ମଧ୍ୟରେ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଅଭିଯାନ କରାଯାଇ ବିପୁଳ ପରିମାଣର କଫ୍ ସିରପ ଜବତ ସହିତ ଚୋରା ଚାଲାଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାରେ…