ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ଜିତିଲେ ଏନଡିଏ ପ୍ରାର୍ଥୀ
ନୂଆଦିଲ୍ଲୀ: ରାଜ୍ୟସଭା ଉପାଧ୍ୟକ୍ଷ ପଦ ପାଇଁ ଅନୁଷ୍ଠିତ ନିର୍ବାଚନରେ ଏନଡିଏ ପ୍ରାର୍ଥୀ ହରିବଂଶ ନାରାୟଣ ବିଜୟୀ ହୋଇଛନ୍ତି । ଏନେଇ ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଘୋଷଣା କରିଛନ୍ତି ।
ସୂଚନା ଅନୁଯାୟୀ ରାଜ୍ୟସଭାର ଉପସଭାପତି ପଦ ପାଇଁ ଦିଲ୍ଲୀ ରାଜନୀତି ସରଗରମ…