Latest Odisha News

BREAKING NEWS

୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନ, ଭୁବନେଶ୍ୱରରୁ ପାରାଦୀପକୁ ସଂଯୋଗ ହେବ ଗ୍ରୀନ ଫିଲଡ଼…

ଭୁବନେଶ୍ୱର: କେନ୍ଦ୍ର ସରକାର ଓଡ଼ିଶାରେ ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ସେଥିରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୦ ହଜାର କୋଟି ଓ ରାଜ୍ୟ ରାଜପଥ ପ୍ରକଳ୍ପ ପାଇଁ ୧୩ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି। ସେହିପରି ଭୁବନେଶ୍ୱରରୁ ପାରାଦୀପକୁ ସଂଯୋଗ ହେବ ନୂତନ…

ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫: ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରିଛନ୍ତି ୧୬ ଦେଶର…

କଟକ: କଟକ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଉଦ୍ଘାଟିତ ହୋଇଯାଇଅଛି ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା "ଓଡ଼ିଶା ମାଷ୍ଟର୍ସ ୨୦୨୫" । ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ ଏହି ଟୁର୍ଣ୍ଣାମେଣ୍ଟର ଉଦଘାଟନ…

ଥରୁଛି ଓଡ଼ିଶା; ୧୦°C ତଳେ ୧୧ ସହର…

ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖ ଯାଏଁ ଓଡ଼ିଶାରେ ଶୀତ ଲହରୀ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସୂଚନା ଦେଇଛି। ଡିସେମ୍ବର ୧୧ ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଜୟପୁର, ଖୋର୍ଦ୍ଧା, ନବରଙ୍ଗପୁର,…

Shashi Tharoor: ଆୱାର୍ଡ ନେବାକୁ ମନା କଲେ ଶଶି ଥରୁର, ରାଗିଯାଇ କହିଲେ…

ନୁୂଆଦିଲ୍ଲୀ: ପୁରସ୍କାର ନେବା ପାଇଁ ମନା କରିଦେଲେ କଂଗ୍ରେସ ସାଂସଦ  ଶଶି ଥରୁର । ବୀର ସାଭରକର ପୁରସ୍କାରକୁ ନେଇ ଚାଲିଥିବା ବିତର୍କ ମଧ୍ୟରେ, ଏକ ବଡ଼ ଖବର ସାମ୍ନାକୁ ଆସିଛି। କଂଗ୍ରେସ ସାଂସଦ ଶଶି ଥରୁର ବୀର ସାଭରକର ପୁରସ୍କାର ଗ୍ରହଣ କରିବାକୁ ମନା କରିଦେଇଛନ୍ତି। ମତେ ଏହି ବିଷୟରେ ଆଗରୁ…

ଅଣାୟତ ହେଲାଣି ପାକିସ୍ତାନ, ସ୍ବତନ୍ତ୍ର ସିନ୍ଧ୍ ଦେଶ ଗଠନ ଦାବିରେ ବଢୁଛି ହିଂସା

ନୂଆଦିଲ୍ଲୀ: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ ଦେଶ ଗଠନ ଦାବି ଉଠିଛି। ବେଲୁଚିସ୍ତାନ ନିଜକୁ ପାକିସ୍ତାନରୁ ଅଲଗା ହୋଇ ସ୍ବତନ୍ତ୍ର ସ୍ବାଧୀନ ରାଷ୍ଟ୍ରର ମାନ୍ୟତା ଦାବି କରି ହିଂସାକାଣ୍ଡ ଘଟାଇ ଆସୁଛି। ବେଲୁଚ ଲିବରେସନ ଆର୍ମି (ବିଏଲଏ) ଏଥିପାଇଁ ଦୀର୍ଘ ଦିନ ହେଲା…

ଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସରେ ସନ୍ଦିଗ୍ଧ ପାର୍ସଲ, ଭୟଭୀତ ଯାତ୍ରୀ

ଭୁବନେଶ୍ୱର: ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସର ଏକ ବଗି ଭିତରେ ବୁଧବାର ଦିନ ସନ୍ଦିଗ୍ଧ ପାର୍ସଲ ମିଳିବା ପରେ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଥିଲା। ସୂଚନା ଅନୁସାରେ, ଟ୍ରେନଟି ଝାଡ଼ଖଣ୍ଡ ଦେଇ ଯାଉଥିବା ସମୟରେ ଏହି ଘଟଣା ଘଟିଥିଲା। B1 କୋଚର ଯାତ୍ରୀମାନେ ସନ୍ଦିଗ୍ଧ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା କନିଷ୍ଠ ଶିକ୍ଷକ ସଂଘ

ଭୁବନେଶ୍ବର: ରାଜଧାନୀରେ କନିଷ୍ଠ ଶିକ୍ଷକ ସଂଘର ଗର୍ଜନ। ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ। ଭୁବନେଶ୍ବର ଲୋୟର୍ ପିଏମଜିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ। ନିୟମିତ ପ୍ରତିଶ୍ରୁତି ଦେଇ ପାଳନ କରୁନଥିବା ଅଭିଯୋଗ। ଏହି ଅଭିଯୋଗ ଆଧାରରେ ଆନ୍ଦୋଳନକୁ ଓହ୍ଲାଇଲା…

ଅଷ୍ଟ୍ରେଲିଆରେ ସୋସିଆଲ ମିଡିଆ କଟକଣା

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ବ୍ୟାନ ହେଲା ସୋସିଆଲ ମିଡିଆ। ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ୍ ମିଡିଆ ବ୍ୟାନ୍ ହୋଇଛି। ଆଜିଠୁ ନୂଆ ନିୟମ ଲାଗୁ ହୋଇଛି । ଫେସବୁକ୍, ଇନ୍‌ଷ୍ଟାଗ୍ରାମ୍, ୟୁଟ୍ୟୁବ୍‌ରେ ଆକାଉଣ୍ଟ ଥିଲେ ହଟାଇବାକୁ ପଡ଼ିବ ନଚେତ୍ କମ୍ପାନୀକୁ ୩୩ ମିଲିୟନ ଡଲାର…

Deepavali added to UNESCO: ୟୁନେସ୍କୋ ସାଂସ୍କୃତିକ ଐତିହ୍ୟ ତାଲିକାରେ ‘ଦୀପାବଳି’ ସାମିଲ ;…

ନୂଆଦିଲ୍ଲୀ:ଆଲୋକର ପର୍ବ ଦୀପାବଳିକୁ ୟୁନେସ୍କୋ ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ କରାଯାଇଛି। ଭାରତର ଦୀପାବଳି ପର୍ବକୁ UNESCOର ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ(Intangible Cultural Heritage) ତାଲିକାରେ ସାମିଲ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଐତିହାସିକ…

ଜନସାଧାରଣଙ୍କ ପାଇଁ ଖୁସି ଖବର: ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା ରହିବା ସମୟକୁ ନେଇ ଏକ ବଡ଼ ପରିବର୍ତ୍ତନ ଘୋଷଣା କରିଛି। ପ୍ରାତଃଭ୍ରମଣକାରୀ, ଫିଟନେସ୍ ପ୍ରେମୀ ଏବଂ ପରିଦର୍ଶକଙ୍କ ବାରମ୍ବାର ଅନୁରୋଧକୁ ଦୃଷ୍ଟିରେ ରଖି, ବିଡିଏ ନିଷ୍ପତ୍ତି ନେଇଛି ଯେ, ସପ୍ତାହାନ୍ତରେ…