ମୁମ୍ବାଇରେ କୋଠା ଭୁଶୁଡିବା ଘଟଣା: ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି
ମୁମ୍ବାଇ: ମୁମ୍ବାଇର ଡୋଙ୍ଗ୍ରି ଅଞ୍ଚଳରେ ୪ ମହଲା କୋଠା ଭୁଶୁଡିବା ଘଟଣାରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି ।
ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।
https://twitter.com/ANI/status/1151303155130519552?s=08
ଅନ୍ୟପକ୍ଷରେ ଘଟଣାସ୍ଥଳରେ ସ୍ଥାନୀୟ…