Latest Odisha News

BREAKING NEWS

ବରିଷ୍ଠ ଆଇପିଏସ ସ୍ତରରେ ଅଦଳବଦଳ: ସତ୍ୟଜିତ ମହାନ୍ତି ହେଲେ କଟକ-ଭୁବନେଶ୍ୱର କମିଶନରେଟ ପୋଲିସ କମିଶନର

ଭୁବନେଶ୍ୱର : ଆଜି ଓଡ଼ିଶା ରାଜ୍ୟ ସରକାର ବରିଷ୍ଠ ଆଇପିଏସ ଅଧିକାରୀଙ୍କ ବିଭାଗ ଓ ପଦବୀ ଅଦଳ ବଦଳ କରିଛନ୍ତି । ଆଜି ମିଳିଥିବା ସରକାରୀ ନିର୍ଦ୍ଦେଶନାମା ଅନୁସାରେ, ୧୯୮୮ ବ୍ୟାଚର ଅଫିସର ସତ୍ୟଜିତ ମହାନ୍ତି ଯିଏକି ବର୍ତ୍ତମାନ ଏଡ଼ିଜି (ପ୍ରୋଭିଜନାଲ)ଭାବେ କର୍ତ୍ତବ୍ୟରତ ତାଙ୍କୁ ଦୈତ୍ୟ ନଗରୀ…

କ୍ଷେତ୍ରସ୍ତରୀୟ ତଦାରଖ ମାଧ୍ୟମରେ ରାଜପଥ ଏବଂ ରେଳବାଇ ପ୍ରକଳ୍ପ ତ୍ୱରାନ୍ୱିତ କରିବାକୁ ମୁଖ୍ୟ ଶାସନ ସଚିବଙ୍କ…

ଭୁବନେଶ୍ୱର : ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବୃହତ ପୁଞ୍ଜି ନିବେଶ ପ୍ରକଳ୍ପ ଗୁଡିକ ତ୍ୱରାନ୍ୱିତ ହୋଇଛି । ସଡ଼କ ଓ ରେଳପଥ ଆଦି ଭିତ୍ତିଭୂମୀ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ଓ ଜବର ଦଖଲ ଉଚ୍ଛେଦ ଆଦି କ୍ଷେତ୍ରସ୍ତରୀୟ ସମସ୍ୟା ଗୁଡିକର ପ୍ରାୟତଃ ସମାଧାନ ହୋଇ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ…

ବାବୁସାନଙ୍କୁ ସାଥ୍ ଦେଲେ ସୁନ୍ଦରୀ ସନମୀରା: ‘ଲୋକାଲ୍ ଟୋକା ଲଭ୍ ଚୋଖା’ ରେ ଜମିଲା ଦୁହିଁଙ୍କ ଯୋଡ଼ି

ଭୁବନେଶ୍ୱର : ସୁନ୍ଦରୀ ସନମୀରା ପୁଣି ଫେରିଛନ୍ତି ରୂପେଲୀ ପରଦାକୁ । ଏଥର କିନ୍ତୁ ଦର୍ଶକ ସାନ୍ ମାନେ ବାବୁସାନ୍ ଙ୍କ ସହିତ ସନମୀରାଙ୍କୁ ରୋମାଣ୍ଟିକ୍ ‘ଲୋକାଲ୍ ଟୋକା ଲଭ୍ ଚୋଖା’ ଫିଲ୍ମରେ ଦେଖିବାକୁ ପାଇବେ । ଅଗଷ୍ଟ ୧୦ରେ ରିଲିଜ୍ ହେବାକୁ ଥିବା ଏହି ଓଡ଼ିଆ ସିନେମାଟି ଦର୍ଶକଙ୍କୁ ବେଶ୍ ଛୁଇଁ…

ଗ୍ୟାଙ୍ଗଷ୍ଟର୍ ଟିଟୋର ମୁଖ୍ୟ ସହଯୋଗୀ ବାପୁ ପରିଡ଼ାକୁ ଗିରଫ କଲା କ୍ରାଇମବ୍ରାଞ୍ଚ ପୁଲିସ

ଭୁବନେଶ୍ୱର : ଗ୍ୟାଙ୍ଗଷ୍ଟର ଟିଟୋର ମୁଖ୍ୟ ସହଯୋଗୀ ବାପୁ ପରିଡ଼ାକୁ ଓଡ଼ିଶା କ୍ରାଇମ ବ୍ରାଞ୍ଚର ସ୍ପେସାଲ୍ ଟାସ୍କ ଫୋର୍ସ ପୁଲିସ ଗିରଫ କରିଛି । ଟିଟୋର ମୁଖ୍ୟ ସହଯୋଗୀ ବାପୁ ପରିଡ଼ାକୁ ଗିରଫ କଲା ପରେ ବାପୁ ନାମରେ ଭାରତୀୟ ଦଣ୍ଡ ବିଧି ଆଇନ ଦଫା ୩୮୭, ୫୦୬ ଓ ୧୨୦ବି , ୩୪, ୨୫, ଓ ୨୭ ଲଗାଇଛି…

ହେପାଟାଇଟିସ୍ ବି ରୋଗ କ୍ଷେତ୍ରରେ ଅଜ୍ଞତା ହିଁ ସବୁଠାରୁ ଚିନ୍ତାର କାରଣ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ଡିମଡ ଟୁ ବି ୟୁନିଭର୍ସିଟି) ଏବଂ ଭାରତ ସ୍କାଉଟ ଏବଂ ଗାଇଡ଼ସର ରାଜ୍ୟ ଶାଖା ପକ୍ଷରୁ ମିଳିତ ଭାବରେ ବିଶ୍ୱ ହେପାଟାଇଟିସ ଦିବସ ପାଳନ ଅନୁଷ୍ଠିତ ହୋଇଯାଇଛି । ନୋବେଲ୍ ବିଜେତା ପ୍ରଫେସର ସାମୁଏଲ ବ୍ଲୁମବର୍ଗ ହେପାଟାଇଟିସ ଭାଇରସର ଆବିଷ୍କାର କରିବା ସହିତ…

ମାଓବାଦୀଙ୍କ ବର୍ବରତା, ପୁଲିସ ଇନଫର୍ମର ସନ୍ଦେହରେ ଗୁଳି କରି ହତ୍ୟା

ମାଲକାନଗିରି: ମାଓବାଦୀଙ୍କ ବର୍ବରତା ପୁଣି ଦେଖିବାକୁ ମିଳିଛି । ପୁଲିସ ଇନଫର୍ମର ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରିଛନ୍ତି ମାଓବାଦୀମାନେ । ଆନ୍ଧ୍ରପ୍ରଦେଶର କୁମକୁମପୁଡ଼ି ଗ୍ରାମରେ ସନ୍ଥଳା ଜୟରାମ ନାମକ ଏକ ଯୁବକଙ୍କୁ ମାଓବାଦୀମାନେ ଘରୁ ଡ଼ାକିନେଇ ଗୁଳି କରି ହତ୍ୟା…

ଭୁବନେଶ୍ୱର : ଇସ୍କନ ମନ୍ଦିର ସମ୍ମୁଖ ଜବରଦଖଲ ଉଚ୍ଛେଦ ଆରମ୍ଭ

ଭୁବନେଶ୍ୱର : ଶନିବାର ସକାଳେ ସ୍ଥାନୀୟ ୧୬ନଂ ଜାତୀୟ ରାଜପଥ କଡ଼ରେ ଜୟଦେବ ବିହାରରେ ଥିବା ଇସ୍କନ ମନ୍ଦିର ସାମ୍ନାରେ ହୋଇଥିବା ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ଉଚ୍ଛେଦ ପ୍ରକ୍ରିୟାରେ ଏକାଧିକ ଜେସିବି ମେସିନ ଲଗାଯାଇଛି । ଏହି ଉଚ୍ଛେଦ ପ୍ରକ୍ରିୟା ବିଏମସି ଓ ବିଡ଼ିଏର ମିଳିତ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କଲେ ଗରିବ ଲୋକଙ୍କ ଲାଗି ନୂଆ ଖାଦ୍ୟ ସୁରକ୍ଷା ବ୍ୟବସ୍ଥା, ଅକ୍ଟୋବର ୨ରୁ ହେବ…

ଭୁବନେଶ୍ୱର : ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗରିବ ଲୋକମାନଙ୍କ ପାଇଁ ନୂଆ ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ଘୋଷଣା କରିଛନ୍ତି । ୨୦୧୪ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ରହିଥିବା ଗରିବ ଲୋକଙ୍କ ନିମନ୍ତେ ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ନିଶ୍ଚିତ ରୂପେ…

ବିଶ୍ୱକପ ହକି: ‘ସକାଳେ ଓଡ଼ିଶା, ସନ୍ଧ୍ୟାରେ ହକି’ ବିଜ୍ଞାପନ ଲଣ୍ଡନ ବସରେ ଆରମ୍ଭ

ଭୁବନେଶ୍ୱର : ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜୋରଦାର ଚାଲିଛି ବିଶ୍ୱକପ ଆୟୋଜନର ପ୍ରସ୍ତୁତି ପର୍ବ । ହକି ମହାକୁମ୍ଭ ‘ବିଶ୍ୱକପ ହକି’ ଟୁର୍ଣ୍ଣାମେଣ୍ଟ ଭୁବନେଶ୍ୱରରେ ନଭେମ୍ବର ୨୮ରେ ଆରମ୍ଭ ହେବାକୁ ଥିବା ବେଳେ ଏବେ ଇଂଲଣ୍ଡର ଲଣ୍ଡନରେ ଆରମ୍ଭ ହୋଇଛି…

ଶତାବ୍ଦୀର ବିରଳ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେଲା, ଲୋହିତ ରଙ୍ଗରେ ରଙ୍ଗୀନ ହେଲା ଚନ୍ଦ୍ର

ଭୁବନେଶ୍ୱର : ଶୁକ୍ରବାର ରାତିରେ ଚଳିତ ଶତାବ୍ଦୀର ଦୀର୍ଘତମ ତଥା ବିରଳ ଚନ୍ଦ୍ରଗ୍ରହଣ ଦେଖିପାରିଛନ୍ତି ଭାରତ ସମେତ ବିଶ୍ୱର ବିଭିନ୍ନ ଦେଶର ସାଧାରଣ ଜନତା । ଭାରତୀୟ ସମୟ ଠିକ ରାତି ୧୧ଟା ୫୪ ମିନିଟରେ ଚନ୍ଦ୍ରଗ୍ରହଣ ଆରମ୍ଭ ହୋଇଥିଲା । ଆରମ୍ଭରୁ ଚନ୍ଦ୍ର ଆଂଶିକ ଭାବେ ଦୃଶ୍ୟମାନ ହୋଇ…