Mahanadi water dispute: ମହାନଦୀ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି
ଭୁବନେଶ୍ୱର:ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଦୀର୍ଘ ସମୟ ଧରି ମହାନଦୀ ଜଳ ବିବାଦ ଲାଗି ରହିଛି । ତେବେ ମହାନଦୀ ଜଳ ବିବାଦ ପାଇଁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଗଠନ ହେଲା ଉଚ୍ଚସ୍ତରୀୟ କମିଟି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ୭ ଜଣିଆ କମିଟି ଗଠନ ।
ରାଜ୍ୟ…