ବିଜେଡ଼ି ରାଜ୍ୟକମିଟି ସଂପ୍ରସାରିତ ତଥା ମାଲକାନଗିରି ଜିଲ୍ଲା କମିଟି ପୁନର୍ଗଠିତ
ଭୁବନେଶ୍ୱର : ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଦଳର ଛାମୁଆ ସଂଗଠନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ବିଜୁ ଯୁବ ଜନତା ଦଳ ରାଜ୍ୟ କମିଟିକୁ ସଂପ୍ରସାରିତ କରାଯାଇଛି ବୋଲି ଦଳର ସାଧାରଣ ସଂପାଦକ (ଯୁବ ବ୍ୟାପାର) ସଂଜୟ କୁମାର…