ଦିନିକିଆ ଓଡ଼ିଶା ଗସ୍ତରେ ଅମିତ ଶାହା
ଭୁବନେଶ୍ୱର : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଏକ ଦିନିକିଆ ଓଡ଼ିଶା ଗସ୍ତକ୍ରମରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ।
ଅମିତ ଶାହା ରବିବାର ସକାଳେ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧା ରାଜ୍ୟ ବିଜେପି ମୁଖ୍ୟ କାର୍ଯ୍ୟାଳୟକୁ ଯାଇଛନ୍ତି ।
ପୂର୍ବ…