ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ: ଜାଣନ୍ତୁ କିଏ ପାଇଲେ କେତେ ଭୋଟ୍
ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ପ୍ରାର୍ଥୀ ଚନ୍ଦ୍ରମଣି କହଁର ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ ସିମନ ମଲ୍ଲିକଙ୍କୁ ୬୯୧୦ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ଚନ୍ଦ୍ରମଣି କହଁର ସମୁଦାୟ ୪୩୧୭୫ ଭୋଟ୍ ପାଇଥିବାବେଳେ ସିମନ ମଲ୍ଲିକଙ୍କୁ ମିଳିଛି…