ବଢୁଛି ତାତି, ସଚେତନାମୂଳକ ପଦକ୍ଷେପ ଗ୍ରହଣ କଲେ ରାଜ୍ୟ ସରକାର
ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ସତର୍କ ସୂଚନା ଅନୁଯାୟୀ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ନଜରରେ ରଖି ରାଜ୍ୟ ସରକାର ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ।
ଗଣମାଧ୍ୟମକୁ ସୂଚନା ଦେଇ ସୋମବାର ଦିନ ସ୍ୱତନ୍ତ୍ର ରିଲିଫ୍…