Latest Odisha News

BREAKING NEWS

ଆଜିଠୁ ଆରମ୍ଭ ମ୍ୟାଟ୍ରିକ ପରୀକ୍ଷା; ୨,୭୬୩ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୪୭ ହଜାର ପରିକ୍ଷାର୍ଥୀ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା । ମୋଟ ୨ ହଜାର ୭୬୩ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୪୭ ହଜାର ପରିକ୍ଷାର୍ଥୀ । ସକାଳ ୧୦ଟାରେ ପ୍ରଥମ ସିଟିଂ ପରୀକ୍ଷା ଆରମ୍ଭ ହେବ । ପ୍ରଥମ ଦିନ ରହିଛି ମାତୃଭାଷାରେ ପରୀକ୍ଷା। ଏନେଇ ମାଧ୍ୟମିକ ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୯-୦୨-୨୦୨୦ ବୁଧବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଫେବୃୟାରୀ  ତା ୧୯ ରିଖ ବୁଧବାର କୁମ୍ଭ ୭ ଦିନ   ଫାଲଗୁନ ମାସ କୃଷ୍ଣ ପକ୍ଷ ଏକାଦଶୀ   ତିଥି  ପୂର୍ବାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର ଘାତ ବାର-: କର୍କଟ ରାଶିର  ଘାତ ଚନ୍ଦ୍ର-: ତୁଳା ଓ କୁମ୍ଭ ରାଶିର…

କରୋନା ଭାଇରସରେ ପ୍ରଭାବିତ ଭାରତୀୟ ଉଦ୍ୟୋଗ: ସୀତାରମଣ

ନୂଆଦିଲ୍ଲୀ: ସରକାର ଜଲ୍ଦି ଘରୋଇ ଉଦ୍ୟୋଗ ଉପରେ କରୋନା ଭାଇରସ ର ପ୍ରଭାବ ରୁ ଉପାୟ ଘୋଷଣା କରିବେ | ବିତ୍ତମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ଦିନ ଏହା କହିଛନ୍ତି | ସେ ଭାଇରସ ର ଭୟାନକ ପ୍ରଭାବ ର ସ୍ଥିତି ର ସମୀକ୍ଷା କରିବା ପାଇଁ ଉଦ୍ୟୋଗ ପ୍ରତିନିଧି ମାନଙ୍କ ସହ ଭେଟିଛନ୍ତି | ସୀତାରମଣ…

ଭାରତରେ ଲଞ୍ଚ ହେଲା ହୋଣ୍ଡା ଫୋର୍ଜା ୩୦୦; ରୟାଲ ଏନଫିଲଡ଼କୁ ଦେବ ଟକ୍କର !

ହୋଣ୍ଡା ଫୋର୍ଜା ୩୦୦ କୁ କମ୍ପାନୀ ପ୍ରଥମେ ଗୁରୁଗ୍ରାମରେ ପ୍ରସ୍ତୁତ କରିଥିଲା | ହୋଣ୍ଡା ଏହି ବିଷୟରେ କୌଣସି ଖୁଲାସା କରିନାହିଁ, ହୋଣ୍ଡା ଫୋର୍ଜା ୩୦୦ ଭାରତ ରେ ସିବିୟୁ ( କଂପଲିଟଲି ବିଲଟ ୟୁନିଟ ) ରେ ପ୍ରସ୍ତୁତ କରି ଆଣିବ ଅବା ସିକେଡି ( କଂପଲିଟଲି ନାକ ଡାଉନ) ମଧ୍ୟମରେ ଆଣିବ | ହୋଣ୍ଡା…

ଓଡ଼ିଶା ବଜେଟ୍ ୨୦୨୦-୨୧: ଶିକ୍ଷା, ଦକ୍ଷତା ବିକାଶ ଲାଗି ୨୨ ହଜାର ୬ ଶହ ୩୧ କୋଟି ଟଙ୍କା ବ୍ୟୟ ବରାଦ

ଭୁବନେଶ୍ୱର: ଚଳିତ ବଜେଟରେ ଓଡ଼ିଶା ସରକାର ଶିକ୍ଷା ଓ ଦକ୍ଷତା ବିକାଶକୁ ଅଧିକ ଗୁରୁତ୍ୱ ପ୍ରଦାନ କରିଛନ୍ତି । ୨୦୨୦-୨୧ ମସିହା ଲାଗି ବଜେଟରେ ସରକାର ଶିକ୍ଷା, ଦକ୍ଷତା ବିକାଶ ଲାଗି ୨୨ ହଜାର ୬ ଶହ ୩୧ କୋଟି ଟଙ୍କା ବ୍ୟୟ ଅଟକଳ କରିଛନ୍ତି । ଏହି ବଜେଟରେ ଆଦର୍ଶ ବିଦ୍ୟାଳୟ ଲାଗି ୪ ଶହ କୋଟି…

ସୁକମା ଜିଲ୍ଲାରେ ନକ୍ସଲ ଆକ୍ରମଣ; ୧ କୋବ୍ରା ବାଟାଲିୟନ ଯବାନ ସହିଦ

ସୁକମା: ଛତିଶଗଡ ସୁକମା ଜିଲ୍ଲାର ପାଲୋଡିରେ କୋବ୍ରା ବାଟାଲିୟନଙ୍କ ଉପରେ ନକ୍ସଲମାନେ ଆକ୍ରମଣ କରିଥିବା ସୂଚନା ମିଳିଛି । ଏହି ଆକ୍ରମଣରେ ୨୦୮ ବିଏନ କୋବ୍ରାର ୨ଜଣ ଯବାନ ଆହତ ହୋଇଥିଲେ । ଜଣେ ଗୁରୁତର ଆହତ ଯବାନଙ୍କୁ ଚିକିତ୍ସା ପାଇଁ ରାୟପୁର ନେବାବେଳେ ରାସ୍ତାରେ ସହିଦ ହୋଇଯାଇଛନ୍ତି ।…

ଓଡ଼ିଶା ବଜେଟ୍ ୨୦୨୦-୨୧: ସ୍ୱାସ୍ଥ୍ୟ ଲାଗି ୭ ହଜାର ୭ ଶହ କୋଟି ଟଙ୍କା ବ୍ୟୟ ବରାଦ

ଭୁବନେଶ୍ୱର: ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ମଙ୍ଗଳବାର ଦିନ ୨୦୨୦-୨୧ ଆର୍ଥିକ ବର୍ଷ ଲାଗି ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହି ବଜେଟରେ ସ୍ୱାସ୍ଥ୍ୟ ଲାଗି ୭ ହଜାର ୭୦୦ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ସ୍ୱାସ୍ଥ୍ୟ କ୍ଷେତ୍ରରେ ବଜେଟ୍ ପରିମାଣକୁ ପାଞ୍ଚ ବର୍ଷ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭଦ୍ରକ ଏକଜିକ୍ୟୁଟିଭ ଇଂଜିନିୟର ଗିରଫ

ଭଦ୍ରକ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭଦ୍ରକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର ଏକଜିକ୍ୟୁଟିଭ ଇଂଜିନିୟର ଗିରଫ ହୋଇଥିବା ସୂଚନା ମିଳିଛି । ଭିଜିଲାନ୍ସର ଏକ ସ୍ଵତନ୍ତ୍ର ଟିମ ଏକଜିକ୍ୟୁଟିଭ ଇଂଜିନିୟର ମାନସ ରଞ୍ଜନ ମହାନ୍ତିଙ୍କୁ ଭୁବନେଶ୍ବର ପଟିଆରୁ ଗିରଫ କରିଛି । ସୂଚନାଯୋଗ୍ୟ,…

‘ଓଡ଼ିଶା-ମୋ ପରିବାର’ ଦ୍ୱାରା ତେଲେଙ୍ଗାନାରୁ ଉଦ୍ଧାର ହେଲେ ଓଡିଆ ଶ୍ରମିକ

ଭୁବନେଶ୍ୱର: ବଲାଙ୍ଗିର ଓ ସୋନପୁର ଜିଲ୍ଲାର ୧୫ ଜଣ ଶ୍ରମିକ ଏବଂ ତାଙ୍କ ସହିତ ସେମାନଙ୍କର ଶିଶୁ ମାନଙ୍କୁ ତେଲେଙ୍ଗାନା ବେଗୁମ୍ପେଟ ଜିଲ୍ଲାର ପେଡ଼ାପଲ୍ଲି ଅଞ୍ଚଳରୁ ଓଡିଶା ସରକାରଙ୍କ ସହାୟତାରେ ଉଦ୍ଧାର କରାଯାଇଛି । ପ୍ରାପ୍ତ ସୂଚନାନୁଯାୟୀ ଗତ ୧୪ ତାରିଖରେ ସୁରେନ୍ଦ୍ର ଭରସାଗର ନାମକ ଜଣେ…

ଭଦ୍ରକରେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ

ଭଦ୍ରକ: ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ରୋଗୀର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଭଦ୍ରକ ଟାଉନ ଥାନାରେ ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ମୃତକ ମହିଳା ହେଲେ ତିହିଡି ଝିଙ୍କିରିଆ ଗାଁର ପାକିଲି ଘଡେଇ। ସୂଚନାଯୋଗ୍ୟ, ସ୍ୱାମୀ ସ୍ତ୍ରୀ କଳିକୁ ନେଇ ଗତକାଲି ବିଷ ଖାଇଥିଲେ…