ରିଲିଫ୍ ଫଣ୍ଡକୁ ସହାୟତା ରାଶି ପ୍ରଦାନ କରିଥିବା ସମସ୍ତ ବ୍ୟକ୍ତିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପ୍ରଳୟଙ୍କାରୀ ବାତ୍ୟା ‘ଫନି’ର ତାଣ୍ଡବରେ ଉପକୂଳ ଓଡିଶା ଏକପ୍ରକାର ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଥିବା କହିଲେ ଅତ୍ୟୁକ୍ତି ହେବ ନାହିଁ । ପୁଣି ଥରେ ଏହାର ପୁର୍ନଉଦ୍ଧାର ତଥା ସ୍ୱାଭାବିକ ସ୍ଥିତି ଫେରାଇ ଆଣିବା ଲାଗି ରାଜ୍ୟ ସରକାର ଜୋରଦାର ପ୍ରୟାସ କରୁଛନ୍ତି ।
ଏହି…