Latest Odisha News

BREAKING NEWS

ବିବାହ କରିବା ଆଗରୁ ନିଜ ପାର୍ଟନରଙ୍କୁ ପଚାରିବାକୁ ଭୁଲନ୍ତୁ ନାହିଁ ଏହିସବୁ ପ୍ରଶ୍ନ…

ଭୁବନେଶ୍ୱର: ଜୀବନର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମାନଙ୍କ ମଧ୍ୟରୁ ବିବାହ ଅନ୍ୟତମ। ଆପଣ ଯଦି ବୈବାହିକ ଜୀବନ ଆରମ୍ଭ କରିବା ପାଇଁ ଯାଉଛନ୍ତି ତେବେ ଆମର ଏହି ଲେଖାଟି ଆପଣଙ୍କ ପାଇଁ ହିଁ ଉଦିଷ୍ଟ । ବିବାହ କରିବା ଆଗରୁ ଯଦି ପରସ୍ପର, ପରସ୍ପର ସମ୍ପର୍କରେ ସମ୍ପୂର୍ଣ୍ଣ ଭାବେ ଅବଗତ ରହିବା…

କରୋନା ଭାଇରସ: ଉହାନରୁ ଫେରିଥିବା ୪୦୬ ଭାରତୀୟଙ୍କ ରିପୋର୍ଟ ନେଗେଟିଭ୍‌

ନୂଆଦିଲ୍ଲୀ: ଚୀନର କରୋନା ବ୍ୟାପିଥିବା ସହର ଉହାନରୁ ଭାରତ ଫେରିଥିବା ୪୦୬ ଜଣଙ୍କ ରିପୋର୍ଟ ନେଗେଟିଭ୍ ଆସିଛି । ଉହାନରୁ ଭାରତ ଫେରିବା ପରେ ସମସ୍ତଙ୍କୁ ଆଇଟିବିପିର ଏକ ସ୍ୱତନ୍ତ୍ର କେନ୍ଦ୍ରରେ ରଖାଯାଇଥିଲା । ସ୍ୱାସ୍ଥ୍ୟ ପରୀକ୍ଷା ଓ ଯାଂଚ ପରେ ସମସ୍ତ ଭାରତୀୟ କରୋନା ମୁକ୍ତ ବୋଲି…

ଅଦିନିଆ ରଥଯାତ୍ରା ପ୍ରସଙ୍ଗ: ଇସ୍କନ ବିରୋଧରେ ହେବ ଆଇନଗତ କାର୍ଯ୍ୟାନୁଷ୍ଠାନ

ପୁରୀ: ଅଦିନରେ ରଥଯାତ୍ରା ଆୟୋଜିତ କରାଯାଉଥିବା ଯୋଗୁଁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଇସ୍କନ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଚେତାବନୀ ଦିଆଯାଇଛି । ନିକଟ ଅତୀତରେ ମୁମ୍ବାଇ ଠାରେ ଇସ୍କନ ପକ୍ଷରୁ ରଥଯାତ୍ରା ଆୟୋଜିତ କରାଯାଇଥିଲା । ଯାହାକୁ ନେଇ…

ଡବଲ୍ ମର୍ଡର ଘଟଣାରେ ସିନ୍ ରିକ୍ରିଏଟ୍ କଲା ପୋଲିସ

ଝାରସୁଗୁଡା: ଏକ ଡବଲ୍ ମର୍ଡର ମାମଲାରେ ଛତିଶଗଡ ପୋଲିସର ଏକ ଟିମ୍ ବିଜେଡି ନେତା ତଥା ପୂର୍ବତନ ବିଧାୟକଙ୍କୁ ଗିରଫ କରିବା ପରେ ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟମାନଙ୍କୁ ଧରିବା ଲାଗି ଛାନଭିନ୍ନ ଆରମ୍ଭ କରିଛି । ଛତିଶଗଡର ରାୟଗଡା ଜିଲ୍ଲାସ୍ଥିତ ସବାରୀ ପ୍ଲାଣ୍ଟ ନିକଟରେ ଏହି ଡବଲ୍ ମର୍ଡର…

ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ସୋମବାର ଦିନ ଅନୁଷ୍ଠିତ ହୋଇଥିବା ବୈଠକରେ ପ୍ରାୟ ୫ଟି ବିଲ୍ ଉପରେ କ୍ୟାବିନେଟ ମୋହର ବାଜିଛି । ଏଥିମଧ୍ୟରେ ପଛୁଆ ବର୍ଗର ସାମାଜିକ-ଆର୍ଥୀକ ବିକାଶ ସମ୍ବନ୍ଧୀୟ ଏକ ପ୍ରସ୍ତାବ ମଧ୍ୟ ରହିଛି । ଏହି ବୈଠକଟି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ନବୀନ…

କରୋନା ଭାଇରସ: ଚୀନରେ ମୃତ୍ୟୁ ସଂଖ୍ୟା ୧୭୫୦ ଛୁଇଁଲା, ୭୦ ହଜାର ସଂକ୍ରମିତ

ବେଜିଂ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଚୀନରେ ମୃତ୍ୟୁ ସଂଖ୍ୟା ୧୭୦୦ରୁ ଅଧିକ ଟପିଲାଣି । ଏହାବ୍ୟତିତ ୭୦,୪୦୦ରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି । ଜାତୀୟ ଗଣମାଧ୍ୟମର ସୂଚନାନୁଯାୟୀ କରୋନା ଭାଇରସ୍ ପ୍ରଭାବରେ ଗତ ୨୪…

ଆପଲ, ଗୁଗୁଲ ପ୍ଲେ ଷ୍ଟୋରରୁ ହଟିଲା ଏହି ଆପ୍ସ !

ସାନ ଫ୍ରାନ୍ସିସ୍କୋ: ବିଶ୍ୱର ସବୁଠୁ ବଡ଼ ସର୍ଚ୍ଚ ଇଞ୍ଜିନ କମ୍ପାନୀ ଗୁଗୁଲ ଜଣାଶୁଣା ମେସ୍ସେଜିଙ୍ଗ ଆପ୍ସ "ଟୁ ଟକ" କୁ ପୁଣିଥରେ ପ୍ଲେ ଷ୍ଟୋରରୁ ହଟାଇଦେଇଛନ୍ତି | ଏହା କୁହାଯାଉଥିଲା ଯେ ଏହାର ବ୍ୟବହାର ୟୁଏଇ ସରକାର ଦ୍ୱାରା ନଜର ରେ ରଖାଯାଉଥିଲା | ଏହି ଆପ୍ସ କୁ ପୂର୍ବରୁ ଡିସେମ୍ବର ରେ…

ଭୁବନେଶ୍ୱରରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା; ୭ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରର ୟୁନିଟ୍‌-୯ସ୍ଥିତ ପୋଷ୍ଟାଲ୍ କଲୋନୀ ନିକଟରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିବା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି । ଏନେଇ ସୋମବାର ଦିନ ଟ୍ୱିଟ୍ କରି ଜଣାଇଛନ୍ତି କମିଶନରେଟ୍ ପୋଲିସ । ପୋଲିସର ସୂଚନାନୁଯାୟୀ ଅଭିଯୁକ୍ତଙ୍କ ଦ୍ୱାରା ବ୍ୟବହୃତ ହୋଇଥିବା…

ମା, ମାଟି ଓ ମାତୃଭାଷାକୁନେଇ ସାହିତ୍ୟିକମାନେ ଲେଖନୀ ଚାଳନା କରନ୍ତୁ…

କୁଜଙ୍ଗ: ଭାରତର ଆତ୍ମା ଗ୍ରାମାଂଚଳରେ ରହିଛି । ଗ୍ରାମାଂଚଳର ସର୍ବାଙ୍ଗୀନ ଉନ୍ନତିରେ ଦେଶର ଉନ୍ନତି ହୋଇ ପାରିବ । ଏଣୁ ଆଜିର ଲେଖକମାନେ ମା, ମାଟି ଓ ମାତୃଭାଷାକୁ ନେଇ ଲେଖନୀ ଚାଳନା କରନ୍ତୁ ବୋଲି ଆଜି ଓଡ଼ିଶା ସାହିତ୍ୟ ଏକାଡ଼େମୀ ଆନୁକୂଲ୍ୟରେ ଆମ ଗାଁ ଆମ ସାହିତ୍ୟ ସାରସତ୍ୱ ସମାରୋହରେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୭-୦୨-୨୦୨୦ ସୋମବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଫେବୃୟାରୀ  ତା ୧୭ ରିଖ ସୋମବାର କୁମ୍ଭ ୫ ଦିନ ଫାଲଗୁନ  ମାସ କୃଷ୍ଣ ପକ୍ଷ ନବମୀ ତିଥି  ଜ୍ଯେଷ୍ଠା ନକ୍ଷତ୍ର ବିଛା ଚନ୍ଦ୍ର ଘାତ ବାର-: ମିଥୁନ  ରାଶିର ଘାତ ଚନ୍ଦ୍ର-: ସିଂହ କନ୍ୟା ଓ ମକର ରାଶି…