ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଭେଟିଲେ ନବୀନ, ପାଟକୁରା ନିର୍ବାଚନ ଘୁଞ୍ଚାଇବାକୁ କଲେ ଅନୁରୋଧ
ନୂଆଦିଲ୍ଲୀ: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ନୂଆଦିଲ୍ଲୀଠାରେ ଭାରତର ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଭେଟିଛନ୍ତି । ଏହି ଅବସରରେ ଓଡ଼ିଶାରେ ସମ୍ଭାବ୍ୟ ‘ଫନି’ ବାତ୍ୟା ଯୋଗୁଁ ପାଟକୁରା ନିର୍ବାଚନ ତାରିଖ ଘୁଞ୍ଚାଇଦେବା ନେଇ ଆୟୋଗଙ୍କୁ ଅନୁରୋଧ କରିଛନ୍ତି ।
ମୁଖ୍ୟ…