କେଜରିୱାଲଙ୍କୁ ଇସିର ନୋଟିସ
ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ଆଉ ଗୋଟିଏ ଦିନ ଥିବା ବେଳେ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ନେତା ଅରବିନ୍ଦ କେଜରିୱାଲ ସୋସିଆଲ ନେଟୱର୍କିଂ ସାଇଟ ଟୁଇଟରେ ଭିଡିଓ ଶେୟାର କରି ଫସିଛନ୍ତି ।
ଆଚରଣ ବିଧିର ଏହା ଉଲ୍ଲଂଘନ ହୋଇଥିବାରୁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ତାଙ୍କୁ ନୋଟିସ ଜାରି…