ଆଜିଠୁ ଆରମ୍ଭ ପ୍ରସିଦ୍ଧ ଯୋରନ୍ଦା ମେଳା…
ଢେଙ୍କାନାଳ: ଆଜିଠାରୁ ଆରମ୍ଭ ହେଉଛି ପ୍ରସିଦ୍ଧ ଯୋରନ୍ଦା ମେଳା। ସପ୍ତାହବ୍ୟାପୀ ଚାଲିବାକୁ ଥିବା ଏହି ମେଳା ପାଇଁ ସଜେଇ ହୋଇଛି ଯୋରନ୍ଦା ମହିମାଗାଦି।
ଏହି ଅବସରରେ ବିଶ୍ୱର କଲ୍ୟାଣ ନିମନ୍ତେ ମନ୍ଦିରମାନଙ୍କରେ ମହିମା ଗୋସାଇଁଙ୍କ ଉଦ୍ଦେଶ୍ୟରେ ସାଧୁମାନେ ଘୃତାହୁତି ପ୍ରଦାନ କରନ୍ତି ।…