ବିଜେଡ଼ିରୁ ଇସ୍ତଫା ଦେଲେ ମୋରଡ଼ା ବିଧାୟକ ପ୍ରବୀଣ ଭଞ୍ଜଦେଓ
ବାରିପଦା: ମୟୁରଭଞ୍ଜ ଜିଲ୍ଲା ଅନ୍ତର୍ଗତ ମୋରଡ଼ା ବିଧାନସଭା ବିଧାୟକ ତଥା ବରିଷ୍ଠ ବିଜେଡ଼ି ନେତା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ଦଳରୁ ଇସ୍ତଫା ପ୍ରଦାନ କରିଛନ୍ତି ।
ବିଧାୟକ ପ୍ରବୀଣ ଭଞ୍ଜଦେଓ ମୟୁରଭଞ୍ଜ ଜିଲ୍ଲା ସଭାପତି ଭାବେ ଦାୟିତ୍ୱ ନିର୍ବାହ କରୁଥିବା ସହିତ ସେ ୨୦୦୯ ମସିହାରୁ ୨ଥର ମୋରଡ଼ା…