ଖୁବ୍ଶୀଘ୍ର ୧୬୩୫ଟି ନୂତନ ରାଜସ୍ୱ ଗ୍ରାମର ହେବ ସୀମା ପରିବର୍ତ୍ତନ, ଜାରି ହେଲା ସ୍ୱତନ୍ତ୍ର ନିର୍ଦ୍ଦେଶନାମା
ଭୁବନେଶ୍ୱର: ଖୁବ୍ଶୀଘ୍ର ୧୬୩୫ଟି ନୂତନ ରାଜସ୍ୱ ଗ୍ରାମର ହେବ ସୀମା ପରିବର୍ତ୍ତନ। ରାଜସ୍ବ ବିଭାଗ ପକ୍ଷରୁ ଜାରି ହେଲା ସ୍ୱତନ୍ତ୍ର ନିର୍ଦ୍ଦେଶନାମା। ନକ୍ସା ପରିବର୍ତ୍ତନ ପାଇଁ ସର୍ଭେ ନିର୍ଦ୍ଦେଶକ, ଜିଲାପାଳ ଓ ଆର୍ଡିସିଙ୍କୁ ଚିଠି ଲେଖାଯାଇଛି। ପୁରୁଣା ରାଜସ୍ୱ ଗାଁ ରେକର୍ଡ ଯେମିତି ମିଶି…