Latest Odisha News

BREAKING NEWS

ଏସବିଆଇର କେନ୍ଦ୍ରୀୟ ବୋର୍ଡ ନିର୍ଦ୍ଦେଶକ ଭାବେ ଓଡିଆ ଆଇଏଏସ୍ ଅଧିକାରୀ ମନୋନୀତ

ନୂଆଦିଲ୍ଲୀ: ଷ୍ଟେଟ୍ ବ୍ୟାଙ୍କ ଇଣ୍ଡିଆ (ଏସବିଆଇ)ର କେନ୍ଦ୍ରୀୟ ବୋର୍ଡ ନିର୍ଦ୍ଦେଶକ ଲାଗି କେନ୍ଦ୍ର ସରକାର ଓଡିଆ ଆଇଏଏସ୍ ଅଧିକାରୀ ଦେବାଶିଷ ପଣ୍ଡାଙ୍କୁ ମନୋନୀତ କରିଛନ୍ତି । ଓଡିଶାର ମୂଳ ବାସିନ୍ଦା ଦେବାଶିଷ ପଣ୍ଡା ବର୍ତ୍ତମାନ ସମୟରେ ଅର୍ଥ ମନ୍ତ୍ରଣାଳୟର ସ୍ୱତନ୍ତ୍ର ସଚିବ ଭାବେ…

୭୧ ତମ ଗଣତନ୍ତ୍ର ଦିବସ: ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ସମଗ୍ର ଭାରତରେ ଆଜି ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଉଛି ୭୧ତମ ଗଣତନ୍ତ୍ର ଦିବସ । Wishing everyone a happy #RepublicDay. सभी देशवासियों को गणतंत्र दिवस की बहुत-बहुत बधाई। जय हिंद! — Narendra Modi (@narendramodi) January 26, 2020…

ଖୋର୍ଦ୍ଧାରେ ସ୍କୁଲ୍ ଛାତ୍ରୀଙ୍କୁ ଏସିଡ୍ ଆକ୍ରମଣ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଟାଙ୍ଗୀରେ ଜଣେ ସ୍କୁଲ୍ ଛାତ୍ରୀ ଏସିଡ୍ ଆକ୍ରମଣରେ ଗୁରୁତର ଭାବେ ଆହତ ହୋଇଛନ୍ତି । ଏହି ଘଟଣାରେ ଛାତ୍ରୀଜଣକଙ୍କ ମୁହଁ ଓ ଆଖି ସମ୍ପୂର୍ଣ୍ଣ ଭାବେ ଜଳି ଯାଇଛି । ମିଳିଥିିବା ସୂଚନାନୁଯାୟୀ, ଟାଙ୍ଗୀ ବଡ଼ପାରି ନୋଡ଼ାଲ୍ ହାଇସ୍କୁଲର ଛାତ୍ରୀ ତାଙ୍କ…

କରୋନା ଭୂତାଣୁ ଆତଙ୍କ; ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭୁବନେଶ୍ୱର ଏୟାରପୋର୍ଟରେ ଯାଞ୍ଚ ପ୍ରକ୍ରିୟା ଜାରି

ଭୁବନେଶ୍ୱର: ସାରା ବିଶ୍ୱରେ ଏବେ କରୋନା ଭାଇରସ ଆତଙ୍କ ଖେଳିଯାଇଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପ୍ରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସଚିବ ଏନ ବି ଧଳ ରବିବାର ଦିନ ଏହି ପ୍ରସଙ୍ଗରେ ମେଡ଼ିକାଲ ବିଶେଷଜ୍ଞମାନଙ୍କ ସହିତ…

ମନ୍ତ୍ରୀଙ୍କ ଜୋତା ଉଠାଇଲେ ଅଜଣା ବ୍ୟକ୍ତି; ତା’ ପରେ କ’ଣ ହେଲା, ଜାଣନ୍ତୁ

କେନ୍ଦୁଝର: ସାଧାରଣତନ୍ତ୍ର ଦିବସ ଅବସରରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଜୋତାକୁ ଅନ୍ୟଜଣେ ବ୍ୟକ୍ତି ଉଠାଉଥିବା ନେଇ ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ରାଜ୍ୟସ୍ତରୀୟ ସାଧାରରତନ୍ତ୍ର ଦିବସ ଅବସରରେ କେନ୍ଦୁଝରରେ ହେଉଥିବା ପତାକା…

ବିଶ୍ୱ ବିଖ୍ୟାତ ଅର୍ଥନୀତିଜ୍ଞ ପ୍ରଶାନ୍ତ କୁମାର ପଟ୍ଟନାୟକଙ୍କୁ ପଦ୍ମଶ୍ରୀ

ଓଡିଶାରେ ଜନ୍ମିତ ବିଶ୍ୱ ବିଖ୍ୟାତ ଅର୍ଥନୀତିଜ୍ଞ ଡକ୍ଟର ପ୍ରଶାନ୍ତ କୁମାର ପଟ୍ଟନାୟକ ପଦ୍ମଶ୍ରୀ ପୁରସ୍କାର ପାଇବାକୁ ମନୋନିତ ହୋଇଛନ୍ତି । ବର୍ତ୍ତମାନ ସେ ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟର ଅର୍ଥନୀତି ବିଭାଗରେ ଅତିଥି ପ୍ରାଧ୍ୟାପକ ଅଛନ୍ତି । ଅର୍ଥନୀତିରେ ନୋବେଲ ପୁରସ୍କାର…

ଗଣତନ୍ତ୍ର ଦିବସ ଉପଲକ୍ଷେ ସର୍ଚ୍ଚ ଇଞ୍ଜିନ ଗୁଗୁଲର ସ୍ୱତନ୍ତ୍ର ‘ଡୁଡ଼ଲ’

ଭୁବନେଶ୍ୱର: ଗଣତନ୍ତ୍ର ଦିବସ ଉପଲକ୍ଷେ ସର୍ଚ୍ଚ ଇଞ୍ଜିନ ଗୁଗୁଲ ପ୍ରସ୍ତୁତ କରିଛି ଏକ ସ୍ୱତନ୍ତ୍ର ଡୁଡ଼ଲ । ଯାହା ବିବିଧତା ମଧ୍ୟରେ ଭାରତୀୟ ସଂସ୍କୃତିର ଏକତାକୁ ଦର୍ଶାଉଛି । ଏହି ଡୁଡ଼ଲଟିକୁ ଡିଜାଇନ କରିଛନ୍ତି ସିଙ୍ଗାପୁରର କଳାକାର ମେରୁ ସେଠ। ଏଥିରେ ତାଜମହଲ ଏବଂ ଇଣ୍ଡିଆ ଗେଟ୍ ଭଳି…

୨୮ ତାରିଖରୁ ରାଜ୍ୟର କେଉଁସବୁ ଜିଲ୍ଲାରେ ୨ଦିନ ଧରି ହେବ ବର୍ଷା, ଜାଣନ୍ତୁ…

ଭୁବନେଶ୍ୱର: ଆସନ୍ତା ୨୮ ତାରିଖରୁ ଓଡ଼ିଶାରେ ପୁଣିଥରେ ଅଦିନିଆ ବର୍ଷା ଅନୁଭୁତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂତ୍ରରୁ ସୂଚନା ମିଳିଛି । ରାଜ୍ୟର ଅନେକ ସ୍ଥାନରେ ୨୮ ତାରିଖ (ମଙ୍ଗଳବାର)ଠାରୁ ଲଗାତର ୨୪ ଘଣ୍ଟା ଧରି ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସ୍କାଏମେଟୱେଦର.କମ…

ଦେଖନ୍ତୁ, ସାଧାରଣତନ୍ତ୍ର ଦିବସ ଅବସରରେ ୧୭ ହଜାର ଫୁଟ ଉଚ୍ଚରେ ତ୍ରିରଙ୍ଗା ଉଡାଇଲେ ଭାରତୀୟ ଯବାନ

ଲେହ: ବିଶ୍ୱର ସର୍ବୋଚ୍ଚ ଲୋକତନ୍ତ୍ର ଦେଶ ଭାରତ ଉତ୍ସାହ ଉଦ୍ଦୀପନାର ସହ ପାଳନ କରୁଛି ଗଣତନ୍ତ୍ରର ମହାପର୍ବ। ଏହିପାରିପେକ୍ଷିରେ ଭାରତ-ତିବତ ସୀମା ପୋଲିସ (ଆଇଟିବିପି)ର ଯବାନ ୧୭ ହଜାର ଫୁଟ ଉଚ୍ଚତାରେ ତ୍ରିରଙ୍ଗା ଉଡାଇ ଜାତୀୟ ସଙ୍ଗୀତ ଗାନ କରିଛନ୍ତି। #WATCH Indo-Tibetan Border…

ମାର୍ଚ୍ଚ ୩୧ ସୁଦ୍ଧା ମଣ୍ଡିରୁ ଧାନ ଉଠିବ: ମନ୍ତ୍ରୀ

ସମ୍ବଲପୁର: ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ମଣ୍ଡିରୁ ସମସ୍ତ ଧାନ ଉଠାଇବା ଲାଗି ଓଡିଶା ସରକାର ନିଷ୍ପତ୍ତି ନେଇଥିବା ନେଇ ରବିବାର ଦିନ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି । ମିଲର୍ସମାନେ ଧାନ କ୍ରୟ କରିବାରେ ରୋକ ଲଗାଇପାରିବେ ନାହିଁ…