ଓଡ଼ିଶା ଉପକୂଳରୁ ଶକ୍ତିଶାଳୀ ‘କ୍ୟୁଆରଏସଏମ କ୍ଷେପଣାସ୍ତ୍ର’ର ସଫଳ ପରୀକ୍ଷଣ
ଭୁବନେଶ୍ୱର: ନିୟନ୍ତ୍ରଣ ସୀମା ରେଖା ଅତିକ୍ରମ କରି ଭାରତୀୟ ବାୟୁସେନା ପାକିସ୍ତାନର ବାଲାକୋଟ ଆତଙ୍କବାଦୀ କ୍ୟାମ୍ପ ଧ୍ୱଂସ କରିବାର କିଛି ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳରୁ ଭୂପୃଷ୍ଠରୁ ଆକାଶ ଡ଼ିଆରଡ଼ିଓ କ୍ୟୁାଆରଏସଏମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି ।
Twin Success for Quick…