ଆଜି ଆଦିବାସୀ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟ ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଭିଡିଓ କନଫରେନ୍ସିଂ ଜରିଆରେ ଆଦିବାସୀ ବହୁଳ ୯ଟି ଜିଲ୍ଲାରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ସମ୍ମିଳନୀକୁ ସମ୍ବୋଧିତ କରିବେ ।
ଏହି ଜିଲ୍ଲା ଗୁଡିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, କନ୍ଧମାଳ,…