ଓଡ଼ିଆ ସହିଦଙ୍କ ଲାଗି ସହାୟତା ରାଶି ୨୫ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ନବୀନ
ଭୁବନେଶ୍ୱର : ଜାମ୍ମୁ-କାଶ୍ମୀରର ପୁଲାୱାମାରେ ସହିଦ ହୋଇଥିବା ଦୁଇ ଓଡ଼ିଆ ଯବାନ ପ୍ରସନ୍ନ ସାହୁ ଓ ମନୋଜ କୁମାର ବେହେରାଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଏହି ୨ଜଣ ଓଡିଆ ସହିଦ ଯବାନଙ୍କ…