ଆସନ୍ତା ଏପ୍ରିଲ୍ ୬ରୁ ଜେଇଇ ମେନ-୨ ପରୀକ୍ଷା ଆରମ୍ଭ
ଭୁବନେଶ୍ୱର : ସର୍ବଭାରତୀୟ ସ୍ତରରେ ଅନୁଷ୍ଠିତ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନର ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଏପ୍ରିଲ ୬ରୁ ୨୦ ତାରିଖ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି ।
‘ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି’ (ଏନଟିଏ) ଦ୍ୱାରା ପରିଚାଳିତ ଏହି ପରୀକ୍ଷା ପାଇଁ ପଞ୍ଜିକରଣ ପ୍ରକ୍ରିୟା…