ଏମ୍ସ ବର୍ଣ୍ଣ ୱାର୍ଡରେ ଏଫଏମ୍ କଲେଜ ପୀଡ଼ିତାଙ୍କୁ ଭେଟିଲେ ରାଷ୍ଟ୍ରପତି
ଭୁବନେଶ୍ୱର: ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏମ୍ସ ଯାଇ ବାଲେଶ୍ୱର ଫକିର ମୋହନ କଲେଜର ଗୁରୁତର ଛାତ୍ରୀଙ୍କୁ ଭେଟିଛନ୍ତି । ଏମ୍ସ ସମାବର୍ତ୍ତନ ଉତ୍ସବ ପରେ ପୀଡିତାଙ୍କ ପରିବାର ସଦସ୍ୟଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଛନ୍ତି । ସ୍ୱତନ୍ତ୍ର ବର୍ଣ୍ଣ ୟୁନିଟ୍କୁ ଯାଇ ଭେଟିଲେ…