ଆଜିଠୁ ନ୍ୟୁଜିଲାଣ୍ଡ-ଭାରତ ଟି-୨୦ ଟକ୍କର୍: ଏକାଠି ଖେଳିବେ ପାଣ୍ଡ୍ୟା ବ୍ରଦର୍ସ
ୱେଲିଂଟନ: ଭାରତୀୟ କ୍ରିିକେଟ ଦଳ କେବଳ ଟେଷ୍ଟ କି ଦିନିକିଆ ନୁହେଁ ବରଂ ଟି-୨୦ ମ୍ୟାଚରେ ମଧ୍ୟ ବିଶ୍ୱ କ୍ରିକେଟରେ ଶ୍ରେଷ୍ଠତ୍ୱ ବଜାୟ ରଖିପାରିଛି । ନିକଟରେ ଅଷ୍ଟ୍ରେଲିଆକୁ ଉଭୟ ଟେଷ୍ଟ ଏବଂ ଦିନିକିଆ ଶୃଙ୍ଖଳାରେ ପରାସ୍ତ କରିବା ପରେ ନ୍ୟୁଜିଲାଣ୍ଡକୁ ନିଜ ମାଟିରେ ଧୁଳି ଚଟାଇ ସିରିଜ୍…