ସୁପ୍ରିମକୋର୍ଟରେ ପହଞ୍ଚିଲା ଇଣ୍ଡିଗୋ ବିମାନ ସଙ୍କଟ…
ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଅସନ୍ତୋଷ ପ୍ରକାଶ କରି ଯାତ୍ରୀମାନେ ନ୍ୟାୟିକ ହସ୍ତକ୍ଷେପ ଲୋଡ଼ିଛନ୍ତି। ଡିସେମ୍ବର ୬ ତାରିଖ ଅର୍ଥାତ୍ ଶନିବାର ଦିନ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି।
ଯେଉଁଥିରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…