ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡେଜଙ୍କ ୮୮ ବର୍ଷ ବୟସରେ ପରଲୋକ
ନୂଆଦିଲ୍ଲୀ: ବରିଷ୍ଠ ରାଜନେତା ତଥା ଭାରତର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡେଜଙ୍କ ୮୮ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଅନେକ ବର୍ଷ ଧରି ଅସୁସ୍ଥତା ଯୋଗୁଁ ଶଯ୍ୟାଶାୟୀ ରହିଥିଲେ ।
ସ୍ୱଗତଃ ଫର୍ଣ୍ଣାଣ୍ଡେଜ ୭୦ ଦଶକରୁ ସାମାଜିକ ଆନ୍ଦୋଳନ ସହିତ ଜଡ଼ିତ ରହି ଭାରତୀୟ…