Latest Odisha News

BREAKING NEWS

ପାଲା ଜଗତର ପ୍ରଚଣ୍ଡ ପ୍ରତିଭା: ଗାୟକ ସମ୍ରାଟ ବୈଷ୍ଣବ ଚରଣ ପ୍ରଧାନ

ଭୁବନେଶ୍ୱର: ପାଲା ଜଗତରେ ଗାୟକ ରତ୍ନ ହରି ନାଥ ଓ ଗାୟକ ଶିରୋମଣି ନିରଞ୍ଜନ କରଙ୍କ ପରେ ଯାହାଙ୍କ ନାମ ଆସେ ସେ ହେଉଛନ୍ତି ଗାୟକ ସମ୍ରାଟ୍ ବୈଷ୍ଣବ ଚରଣ ପ୍ରଧାନ । ପାଲାକୁ ସାଧାରଣ ଲୋକଙ୍କଠାରୁ ନେଇ ଉଚ୍ଚ ଶିକ୍ଷିତ ଓ ବୁଦ୍ଧିଜୀବୀ ମହଲରେ ପହଞ୍ଚାଇବାରେ ମୁଖ୍ୟ ଭୂମିକା ରହିଥିଲା ବୈଷ୍ଣବ…

କଂଗ୍ରେସ ବିଧାୟକ ପଦରୁ ନବ ଦାସଙ୍କ ଇସ୍ତଫା

ଭୁବନେଶ୍ୱର : ବିଜେଡିରେ ଯୋଗଦେବା ପରେ ବରିଷ୍ଠ ନେତା ନବ ଦାସ ସୋମବାର ଦିନ କଂଗ୍ରେସ ବିଧାୟକ ପଦରୁ ନିଜ ଇସ୍ତଫା ଦେଇଛନ୍ତି । ଆଜି ବିଧାନସଭାରେ ବାଚସ୍ପତି ପ୍ରଦୀପ କୁମାର ଅମାତଙ୍କୁ ଭେଟି ନବ ଦାସ ବିଧିବଦ୍ଧ ଭାବେ କଂଗ୍ରେସ ବିଧାୟକ ପଦରୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି।…

ଗଜପତି ଜଙ୍ଗଲରୁ ୨୯ ଆଦିବାସୀ ସେବାଶ୍ରମ ଛାତ୍ରୀ ଉଦ୍ଧାର

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ମୋହନା ବ୍ଲକ୍ ଅନ୍ତର୍ଗତ ଅନ୍ତରବା ସେବାଶ୍ରମ ବିଦ୍ୟାଳୟରୁ ନିଖୋଜ ଥିବା ୨୯ ଜଣ ଛାତ୍ରୀଙ୍କୁ ରବିବାର ରାତିରେ ପୋଲିସ ଉଦ୍ଧାର କରିଛି। ଛାତ୍ରୀମାନେ ସେବାଶ୍ରମରୁ ଶନିବାର ବିଳମ୍ବିତ ରାତିରେ ହଷ୍ଟେଲ ଛାଡ଼ି ପଳାଇଥିବା ନେଇ ଅଭିଯୋଗ ହୋଇଥିଲା ।…

ଭଦ୍ରକରେ ୬ ଘଣ୍ଟିଆ ବନ୍ଦ ଡ଼ାକରା ଯୋଗୁଁ ଜୀବନ ଯାତ୍ରା ବାଧାପ୍ରାପ୍ତ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ଭାରତୀୟ ଜନତା ପାର୍ଟି (ବିଜେପି) ପକ୍ଷରୁ ସୋମବାର ଦିନ ୬ ଘଣ୍ଟିଆ ବନ୍ଦ ଡ଼ାକରା ଦିଆଯାଇଛି । ଏହାଫଳରେ ଭଦ୍ରକ ସହର ସମେତ ଜିଲ୍ଲାର ଅଧିକାଂଶ ସ୍ଥାନ ବନ୍ଦ ପାଳନ ଯୋଗୁଁ ଜୀବନ ଯାତ୍ରା ବ୍ୟାହତ ହୋଇପଡ଼ିଛି । ମିଳିଥିବା ସୂଚନାନୁଯାୟୀ, କେନ୍ଦ୍ର ସରକାରଙ୍କ ଇଣ୍ଡିଆନ…

ରାଜଧାନୀରେ ଜମୁଛି ଆଦିବାସୀ ମେଳାର ସମ୍ଭାର

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଇଡକଲ ପ୍ରଦର୍ଶନୀ ପଡିଆରେ ଚଳିତ ବର୍ଷ ଆଦିବାସୀ ମେଳା ଅନୁଷ୍ଠିତ ହୋଇଛି । ଆଦିବାସୀ ସମ୍ପ୍ରଦାୟର କଳା ସଂସ୍କୃତି ଜୀବନ ଧାରଣର ଶୈଳୀ ଚିତ୍ରକଳା ଓ ସ୍ଥାପତ୍ୟକୁ ପ୍ରଦର୍ଶନ କରିବା ସହିତ ବିଭିନ୍ନ ଜଙ୍ଗଲ ଜାତ ଦ୍ରବ୍ୟ ଓ ଆଦିବାସୀଙ୍କ ସାମଗ୍ରୀ ବିକ୍ରୀ…

ପରଲୋକରେ ପୂର୍ବତନ ମନ୍ତ୍ରୀ ଚୈତନ୍ୟ ପ୍ରସାଦ ମାଝୀ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ବିଶିଷ୍ଟ ଆଦିବାସୀ ନେତା ଚୈତନ୍ୟ ପ୍ରସାଦ ମାଝୀ ଚିକିତ୍ସାଧିନ ଅବସ୍ଥାରେ ସୋମବାର ଦିନ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା। ଗତକାଲି ବିଳମ୍ବିତ ରାତିରେ ହୃଦଘାତ ହେବାରୁ ତାଙ୍କୁ…

କଳାହାଣ୍ଡି: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨ ମୃତ ଓ ୩୮ ଗୁରୁତର ଆହତ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା କେସିଙ୍ଗା ନିକଟସ୍ଥ ଜୋଲକୋ ଠାରେ ରାସ୍ତା ତଳକୁ ଯାତ୍ରୀବାହୀ ବସ୍ ଖସି ପଡ଼ିବା ଫଳରେ ୨ଜଣଙ୍କର ମୃତ୍ୟୁ ଘଟିବା ସହ ୩୮ ଜଣ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଶ୍ରୀଜଗନ୍ନାଥ ନାମକ ଏକ ଯାତ୍ରାବାହୀ ବସଟି ରବିବାର ସନ୍ଧ୍ୟାରେ ଭୁବନେଶ୍ୱରରୁ…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୩ ଜଣ ଗିରଫ

ଭୁବନେଶ୍ୱର: ରାଜଧାନୀର ମହାରାଜା ସିନେମା ହଲରେ ଜଣେ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ସହିଦନଗର ପୋଲିସ ୩ ଜଣଙ୍କୁ ଗିରଫ କରିଛି । ମିଳିଥିବା ସୂଚନାନୁଯାୟୀ, ଆଚାର୍ଯ୍ୟବିହାରସ୍ଥିତ ମହାରାଜା ସିନେମା ହଲ ମଧ୍ୟରେ କେତେକ ଯୁବକ କିଛି ମହିଳାଙ୍କୁ ଅଶ୍ଳୀଳ ଭାଷା ପ୍ରୟୋଗ କରୁଥିବା…

ସାଇନା ନେହେୱାଲ ଜିତିଲେ ‘ଇଣ୍ଡୋନେସିଆନ୍ ମାଷ୍ଟର୍ସ’ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ

ଜାକର୍ତ୍ତା: ଭାରତୀୟ ମହିଳା ବ୍ୟାଡ଼ମିଣ୍ଟନ ଖେଳାଳି ସାଇନା ନେହୱାଲ୍ ରବିବାର ଦିନ ‘ଇଣ୍ଡୋନେସିଆନ୍ ମାଷ୍ଟର୍ସ’ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟଫାଇନାଲ ଜିତି ଚମ୍ପିଆନ ଆଖ୍ୟା ଅର୍ଜନ କରିଛନ୍ତି । ଫାଇନାଲରେ ସେ ବିଶ୍ୱର ୪ ନଂ ବ୍ୟାଡ଼ମିଣ୍ଟନ ଖେଳାଳି କାରୋଲିନା ମାରିନଙ୍କୁ ପରାସ୍ତ କରିଛନ୍ତି ।…

ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ, ୧୧ଶହ କୋଟି ଟଙ୍କା ଉନ୍ନୟନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ

ବ୍ରହ୍ମପୁର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଦିନ ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡାଠାରେ ପହଞ୍ଚି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟାହ୍ନ ସମୟରେ ରଙ୍ଗେଇଲୁଣ୍ଡାଠାରେ ଥିବା ଏୟାର ଷ୍ଟ୍ରିପଠାରେ…