ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ଅପପ୍ରଚାର, ଏଫ୍ଆଇଆର୍ ରୁଜୁ…
ଭୁବନେଶ୍ୱର: ଗତ ନଭେମ୍ବର ୨୪ରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା ଥାଇ ଏକ ଜଲିଆତି ପତ୍ରର ପ୍ରଚାର ହେଉଥିବା ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ନଜରକୁ ଆସିଛି।
ସରକାର ଗ୍ରାମ ପଞ୍ଚାୟତ ପିଅନ ନାମରେ ଏକ ପଦବୀ ସୃଷ୍ଟି କରିଛନ୍ତି ଏବଂ ପ୍ରତିମାସ ଦରମା ଭାବେ ୧୩,୧୬୦…