ଓଡ଼ିଶାରେ ‘ଭାରତ ବନ୍ଦ’ର ପ୍ରଭାବ: ଅଧିକାଂଶ ସ୍ଥାନରେ ଜୀବନଯାତ୍ରା ବ୍ୟାହତ
ଭୁବନେଶ୍ୱର: ବିଭିନ୍ନ ଟ୍ରେଡ ୟୁନିୟନ୍ ପକ୍ଷରୁ ଦିଆଯାଇଥିବା ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଯୋଗୁଁ ଜନଜୀବନ ଏକପ୍ରକାର ବାଧାପ୍ରାପ୍ତ ହୋଇଛି । ଏହି ବନ୍ଦର ପ୍ରଭାବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଛି ।
ଦେଶରେ ଦରଦାମ ବୃଦ୍ଧି, ବେକାରୀ ସମସ୍ୟା, ସାମାଜିକ ସୁରକ୍ଷା ଭଳି…