ଅଭିନେତ୍ରୀ ନିକିତା ମୃତ୍ୟୁ ଘଟଣାରେ ଗିରଫ ହେଲେ ସ୍ୱାମୀ
କଟକ : ଓଡିଆ ସିନେମା ତଥା ଟେଲି ଅଭିନେତ୍ରୀ ଲକ୍ଷ୍ମୀପ୍ରିୟା ବେହେରା (ନିକିତା)ଙ୍କ ମୃତ୍ୟୁ ଘଟଣାରେ କମିଶନରେଟ୍ ପୋଲିସ ସ୍ୱାମୀ ଲିପନ ସାହୁଙ୍କୁ ଗିରଫ କରିଛି ।
ନିକିତାଙ୍କ ବାପା କଟକ ଚାଉଳିଆଗଞ୍ଜ ଥାନାରେ କରିଥିବା ଅଭିଯୋଗ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ନେଇ…