Latest Odisha News

BREAKING NEWS

ଆସ୍କା: ପୋଲିସ ଏନକାଉଣ୍ଟରରେ ୨ ଅପରାଧୀ ଆହତ

ଆସ୍କା : ଗଞ୍ଜାମ ଜିଲ୍ଲା ଆସ୍କା ଅଞ୍ଚଳରେ ସୋମବାର ଦିନ ପୋଲିସ ଏନକାଉଣ୍ଟରରେ ୨ ଅପରାଧି ଆହତ ହୋଇଛନ୍ତି । ଏହି ୨ ଜଣ ଅପରାଧି ସୁନୀଲ ଜେନା ଓ କୃର୍ଷ୍ଣ ଜେନା ବୋଲି ଜଣାପଡିଛି ଏବଂ ଦୁହିଁଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ବ୍ରହ୍ମପୁରର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି…

କେନ୍ଦ୍ରାପଡ଼ା: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୫ ମୃତ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଥାନା ଅନ୍ତର୍ଗତ ଅଁଳାବାଙ୍କ ଛକ ନିକଟରେ ରବିବାର ରାତିରେ ଏକ ଅଜଣା ଗାଡ଼ି ସହ କାର୍ ଧକ୍କା ହେବା ଫଳରେ ୫ ଜଣଙ୍କର ମୃତ୍ୟୁ ହେବା ସହ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ରାଜନଗର ବ୍ଲକ୍ ସ୍ଥିତ ଗୁପ୍ତି ଗ୍ରାମର ରାଜେଶ ଜେନା,…

ରାଉରକେଲାର ଇଞ୍ଜିନିୟରିଂ ଛାତ୍ରୀ ଝାଡଖଣ୍ଡରେ ଗଣଦୁଷ୍କର୍ମର ଶିକାର

ରାଉରକେଲା : ରାଉରକେଲାର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ପିଡିତା ଛାତ୍ରୀ ଜଣଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ନିମନ୍ତେ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା…

ଅଭିନେତ୍ରୀ ନିକିତା ମୃତ୍ୟୁ ଘଟଣା: ବାପା ଆଣିଲେ ହତ୍ୟା ଅଭିଯୋଗ, ସ୍ୱାମୀ ଅଟକ

କଟକ : ଓଡିଆ ସିନେମା ତଥା ଟେଲି ଧାରାବାହିକ ଅଭିନେତ୍ରୀ ନିକିତାଙ୍କ ମୃତ୍ୟୁ ଘଟଣା ଏକ ନୂଆ ମୋଡ ନେଇଛି । ନିକିତାଙ୍କୁ ହତ୍ୟା କରାଯାଇଥିବା ଭଳି ଏକ ସାଂଘାତିକ ଅଭିଯୋଗ ଆଣିଛନ୍ତି ତାଙ୍କ ବାପା । ମିଳିଥିବା ସୂଚନାନୁଯାୟୀ ନିକିତାଙ୍କ ବାପା ଚାଉଳିଆଗଞ୍ଜ ଥାନାରେ ନିକିତାଙ୍କ ସ୍ୱାମୀ ଓ…

ଦଳର ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରଖିବାକୁ ମୁଁ ମୋ ନିଜ ଇଚ୍ଛାରେ ଇସ୍ତଫା ଦେଲି: ମହାରଥୀ

ଭୁବନେଶ୍ୱର: ମନ୍ତ୍ରୀପଦରୁ ଇସ୍ତଫା ପ୍ରଦାନ ପରେ ରାଜ୍ୟ କୃଷି ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ମହାରଥୀ ରବିବାର ଦିନ ଗଣମାଧ୍ୟମ ଆଗରେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଦଳୀୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରଖିବାକୁ ମୁଁ ନିଜ ଇଚ୍ଛାରେ ଇସ୍ତଫା ପ୍ରଦାନ କରିଛି । ପିପିଲି…

ପାଲା ଗାୟକ-ଅଳଙ୍କାର ଚକ୍ରଧର ବାରିକ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ହରିପୁର ଗାଁରେ ୧୯୫୧ ମସିହା ନଭେମ୍ବର ୨୧ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ଚକ୍ରଧର ବାରିକ । ବାପା ନୀଳକଣ୍ଠ ବାରିକ ଏବଂ ମାଆ ଯମୁନା ଦେଈଙ୍କର ତିନି ପୁଅ ଏବଂ ଦୁଇଝିଅଙ୍କ ମଧ୍ୟରେ ଜ୍ୟେଷ୍ଠ ପୁଅ ହେଉଛନ୍ତି ଚକ୍ରଧର । ପିଲାଦିନରୁ କଳା, ସାହିତ୍ୟ, ସଂସ୍କୃତି ଓ…

ପୁଣି ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଓଡିଶା ଗସ୍ତରେ ଆସିବେ । ଏନେଇ ରବିବାର ଦିନ ବରିଷ୍ଠ ନେତା ତଥା ବିଜେପି ବିଧାୟକ ଦଳ ନେତା କେଭି ସିଂହଦେଓ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି । ଏଥିସହିତ ଜାନୁଆରୀ ୧୬ ତାରିଖରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଲାଙ୍ଗୀର ଗସ୍ତ…

ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରଦୀପ ମହାରଥୀ

ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ତଥା କୃଷି ଓ ପଞ୍ଚାୟତରାଜ ମନ୍ତ୍ରୀ ପ୍ରଦୀପ ମହାରଥୀ ରବିବାର ଦିନ ନୈତିକତା ଦୃଷ୍ଟିରୁ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳୀରୁ ଇସ୍ତଫା ଦେଇଛନ୍ତି । ପିପିଲି ଗଣଦୁଷ୍କର୍ମ ମାମଲା ତଥା ହତ୍ୟା ଘଟଣାରେ ଅଭିଯୁକ୍ତ ଦୁଇ ଭାଇ ଦୋଷମୁକ୍ତ ହୋଇ ବାହାରିବାରେ…

ଅଭିନେତ୍ରୀ ନିକିତା ମୃତ୍ୟୁ ଘଟଣାରେ ଥାନାରେ ଅପମୃତ୍ୟୁ ମାମଲା ରୁଜୁ

କଟକ : ଓଡିଆ ସିନେମା ତଥା ଟେଲି ଧାରାବାହିକ ଅଭିନେତ୍ରୀ ନିକିତାଙ୍କ ମୃତ୍ୟୁ ଘଟଣାରେ ପୋଲିସ ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି । ଏନେଇ ପୋଲିସ୍ କମିଶନର ସତ୍ୟଜିତ୍ ମହାନ୍ତି ସୂଚନା ଦେଇଛନ୍ତି। ଏଥିସହିତ ନିକିତାଙ୍କ ପରିବାର ପକ୍ଷରୁ କୌଣସି ଅଭିଯୋଗ କରାଯାଇନଥିବାରୁ ଏପରି…

ପିକନିକ ବସ-ଟ୍ରକ୍ ମୁହାଁମୁହିଁ ଧକ୍କା, ୩୦ ଯାତ୍ରୀ ଆହତ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ଗୋଡ଼ିପଡ଼ା ଟୋଲଗେଟ୍ ନିକଟରେ ଶନିବାର ରାତିରେ ଏକ ପିକନିକ୍ ବସ-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୩୦ଜଣ ଆହତ ହୋଇଛନ୍ତି। ମିଳିଥିବା ସୂଚନାନୁଯାୟୀ ସମସ୍ତ ଆହତଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏଥିସହିତ ଏହି ପିକନିକ୍ ବସଟି ଭଦ୍ରକରୁ…