ଭୁବନେଶ୍ୱର ବିମାନ ବନ୍ଦରରୁ ୮ଲକ୍ଷ ଟଙ୍କାରୁ ଅଧିକ ପରିମାଣର ସୁନା ଜବତ
ଭୁବନେଶ୍ୱର : ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ କଷ୍ଟମ ବିଭାଗ ପୁଣିଥରେ ବିପୁଳ ପରିମାଣର ସୁନା ଜବତ କରିଛି ।
ସୂତ୍ରରୁ ପ୍ରକାଶ ଯେ ଜବତ ସୁନା ଗୁଡିକର ପରିମାଣ ପାଖାପାଖି ୨୫୪.୪୭ ଗ୍ରାମ ହେବ । ଏଥିସହିତ ଜବତ ସୁନାର ବଜାର ମୂଲ୍ୟ ୮ଲକ୍ଷ ୨୦ହଜାର ୧୫୬ ଟଙ୍କା ହେବା ନେଇ…