ମଧ୍ୟପ୍ରଦେଶରେ ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କମଳନାଥ
ଭୋପାଳ : ବରିଷ୍ଠ କଂଗ୍ରେସ ନେତା କମଳନାଥ ମଧ୍ୟପ୍ରଦେଶର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ସୋମବାର ଦିନ ଶପଥ ଗ୍ରହଣ କରିଛନ୍ତି ।
ଆଜି ରାଜ୍ୟପାଳ ଆନନ୍ଦୀବେନ୍ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
କମଳନାଥ ପୂର୍ବରୁ ଛିନ୍ଦୱାଡା ସଂସଦୀୟ କ୍ଷେତ୍ରରୁ ୯ଥର ନିର୍ବାଚିତ…