ଶିଶୁକନ୍ୟାକୁ ମାରି ମାଆ ଫେରାର !
ପୁରୀ:ପାରିବାରିକ କଳହର ଦୁଃଖଦ ପରିଣାମ । ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁକନ୍ୟାକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗୁରୁବାର ଘଟିଥିବା ଏହି ହୃଦୟ ବିଦାରକ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।
ଡେଲାଙ୍ଗର ସଡଙ୍ଗଇ ଗ୍ରାମର ମହିଳା ଜଣକ…