ଅନୁଗୁଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୪ମୃତ
ଅନୁଗୁଳ : ଅନୁଗୁଳ ଜିଲ୍ଲା ୫୫ନଂ ଜାତୀୟ ରାଜପଥ ଅନ୍ତର୍ଗତ କତଡ଼ା ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।
ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଏକ ୱିଙ୍ଗର ଗାଡି ସହ ଟ୍ରକ୍ ଧକ୍କା ହୋଇଥିଲା । ଫଳରେ ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବାବେଳେ…