ସଂସଦ ଓ ବିଧାନସଭାରେ ମହିଳାଙ୍କ ଲାଗି ୩୩ % ଆସନ ସଂରକ୍ଷଣ ଲାଗି ବିଲ୍ ପାସ୍ ହେଉ: ମୁଖ୍ୟମନ୍ତ୍ରୀଙ୍କ…
ଭୁବନେଶ୍ୱର: ସଂସଦ ତଥା ରାଜ୍ୟ ବିଧାନସଭାମାନଙ୍କରେ ମହିଳା ମାନଙ୍କ ଲାଗି ଏକ ତୃତୀୟାଂଶ ଆସନ ସଂରକ୍ଷଣ ରଖିବା ନେଇ ବିଲ୍ ପାସ କରିବାକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ପତ୍ର ଲେଖି ଅନୁରୋଧ କରିଛନ୍ତି ।
ତାଙ୍କ ପତ୍ରରେ…